ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି। ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏହି ନୀତି ଆପାତତଃ ଅପରାହ୍ନ 3ଟା ରୁ ଆରମ୍ଭ ହେବା ସହ ରାତ୍ର 8 ଟା ପର୍ଯ୍ୟନ୍ତ ଚାଲୁ ରହିବ । ଏଣୁ ପ୍ରାୟ 5 ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post