ଭୁବନେଶ୍ବର: ସୁନ୍ଦରଗଡ଼ର ବିଜେପି ବିଧାୟିକା କୁସୁମ ଟେଟେଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଇପସିତା ସାହୁ । କୁସୁମ ଟେଟେଙ୍କ ନିକଟତମ ସମ୍ପର୍କୀୟ ୨ ନମ୍ବର କୋଇଲା ବେପାର ଏବଂ ଟେଣ୍ଡର ଫିକ୍ସିଂ କରି ଯେଉଁ ୫୦୦ କୋଟି ରୋଜଗାର କରିଛନ୍ତି, ସେ ବିଷୟରେ ଆପଣ କହିଲେ କି ବୋଲି ପ୍ରଶ୍ନ କରିଛନ୍ତି । କୁସୁମ ଟେଟେଙ୍କ ନିକଟତମ ସମ୍ପର୍କୀୟ ଚାକିରି ଦେବା ନାଁରେ ଯେଉଁ ଠକାମୀ କରିଛନ୍ତି ସେଥିପାଇଁ ଉଦବେଗ ପ୍ରକାଶ କରୁଛନ୍ତି କି ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି । ଚାକିରି ନାଁରେ ଠକେଇ କରି ଫେରାର୍ ଥିବା ଲୋକ ସହ ଆପଣଙ୍କ ସମ୍ପର୍କ କଣ ? ଏଥିରେ ହୋଇଥିବା ଦୁର୍ନୀତି ବାବଦ ଟଙ୍କା କାହା ପାଖକୁ ଯାଇଛି ? ଏନଟିପିସିରୁ ପାଉଁଶ ପରିବହନ ବାବଦକୁ ହୋଇଥିବା ଟେଣ୍ଡର ଫିକ୍ସିଂରେ କିଏ ସଂପୃକ୍ତ ଅଛି ? ୫୦୦ କୋଟି ଟଙ୍କା ଆପଣଙ୍କ ପାଇଁ କମ୍ ଲାଗିପାରେ ବୋଲି କହିଛନ୍ତି ଇପସିତା ।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post