ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଜି -20 ଶିଖର ସମ୍ମିଳନୀରେ ବ୍ରାଜିଲର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ଲୁଇଜ୍ ଇନାସିଓ ଲୁଲା ଡା ସିଲଭାଙ୍କ ସହିତ ସାକ୍ଷାତ କରିଛନ୍ତି। ଭାରତର ଜି -20 ଅଧ୍ୟକ୍ଷତାର ସଫଳତା ପାଇଁ ରାଷ୍ଟ୍ରପତି ଲୁଲା ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆସନ୍ତା ବର୍ଷ ବ୍ରାଜିଲରେ ଜି -20 ଅଧ୍ୟକ୍ଷତା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ତାଙ୍କୁ ଭାରତର ସମ୍ପୂର୍ଣ୍ଣ ସମର୍ଥନ ପ୍ରଦାନ କରିବା ସୁନିଶ୍ଚିତ କରିଛନ୍ତି। ଭାରତ – ବ୍ରାଜିଲ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍, ଜୈବ-ଇନ୍ଧନ, ଔଷଧ, କୃଷି ଭିତ୍ତିକ ଶିଳ୍ପ, ସ୍ପେସ୍ ଏବଂ ବିମାନ ଚଳାଚଳ କ୍ଷେତ୍ରରେ ସହଯୋଗ ଆଦି ବିଷୟ ଉପରେ ଏହି ଅବସରରେ ଆଲୋଚନା ହୋଇଥିଲା |ବୈଠକ ଶେଷରେ ଏକ ମିଳିତ ବିବୃତ୍ତି ଜାରି କରାଯାଇଛି।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
Prev Post