ରୁଷକୁ ଘେରିବାକୁ ନୂଆ ଯୋଜନା ! ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଅତିଥି ହେବେ ୟୁକ୍ରେନ ରାଷ୍ଟ୍ରପତି । ରୁଷ ୟୁକ୍ରେନ ଯୁଦ୍ଧକୁ ପ୍ରାୟ ୬୦୦ ଦିନ ପୂରିବାକୁ ଥିବା ବେଳେ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବେ ଜେଲେନସ୍କି । ଗୁରୁବାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟି ପାରନ୍ତି ୟୁକ୍ରେନ ରାଷ୍ଟ୍ରପତି ।ରୁଷକୁ ମୁହଁତୋଡ୍ ଜ ବାବ ଦେବାକୁ ଆମେରିକାରେ ପ୍ରସ୍ତୁତ ହୋଇପାରେ ନୂଆ ରଣନୀତି । ଏଥିସହିତ ୟୁକ୍ରେନକୁ ଆହୁରି ସାମରିକ ସହାୟତା ନେଇ ଘୋଷଣା କରିପାରନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ । ୟୁକ୍ରେନକୁ ୨୪ ଆରବ ଡଲାରର ସହାୟତା ରାଶି ପ୍ରଦାନ କରିବାକୁ ବିଚାର କରୁଛି ବାଇଡେନ୍ ପ୍ରଶାସନ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post