ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଗତକାଲିଠାରୁ କେଉଁଠି ତୁହାକୁ ତୁହା ତ ଆଉ କେଉଁଠି ତୀବ୍ର ବର୍ଷା ହେଉଛି । ଏବେ ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ହେବ ।ଆଜି ୨୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ୯ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା