ମହିଳାମାନେ ନିଜର ଖାଦ୍ୟପେୟରେ ଆଦୌ ଧ୍ୟାନ ରଖନ୍ତି ନାହିଁ । ଏହି କାରଣରୁ ସେମାନଙ୍କ ଶରୀରରେ ପୋଷକ ତତ୍ୱ କମିଯାଏ । ଏକ ଭିଟାମିନ ଅଛି ଯାହାକୁ ଖାଇବା ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଜରୁରୀ ଅଟେ । ଅଧିକାଂଶ ମହିଳାଙ୍କୁ ଭିଟାମିନ ବି-୧୨ ବିଷୟରେ ଜଣା ନଥାଏ । ମହିଳାମାନେ ଭରପୁର ଫଳର ସେବନ କରନ୍ତି ନାହିଁ, ଯାହାଫଳରେ କି ଭିଟାମିନ ବି-୧୨ର ଅଭାବ ରହିଥାଏ । ।ଶରୀରକୁ ସୁସ୍ଥ ଏବଂ ଫିଟ୍ ରଖିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ଭିଟାମିନ୍, ମିନେରାଲ୍ସ, ପ୍ରୋଟିନ୍, କାର୍ବୋହାଇଡ୍ରେଟ୍ ଏବଂ ଫାଇବର ରହିବା ଆବଶ୍ୟକ । ଆମେ ଖାଦ୍ୟ ମାଧ୍ୟମରେ ଶରୀର ପାଇଁ ଅଧିକାଂଶ ଭିଟାମିନ ପାଇଥାଉ । ଏହି ଭିଟାମିନ ଆପଣଙ୍କ ଶରୀର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ । ଯାହାକି ସାଧାରଣ ଖାଦ୍ୟରେ ପର୍ଯ୍ୟାପ୍ତ ପରିମାଣରେ ମିଳିନଥାଏ, ସେଥିପାଇଁ ଅଧିକାଂଶ ମହିଳାଙ୍କ ଶରୀରରେ ଏହି ଭିଟାମିନର ଅଭାବ ଦେଖାଯାଏ । ଭିଟାମିନ ବି-୧୨ରେ ଅନେକ ଜରୁରୀ ପୋଷକ ତତ୍ୱ ରହିଛି । ଯାହାଦ୍ୱାରା କି ଶରୀରକୁ ଠିକ ପରିମାଣରେ ଭିଟାମିନ ବି-୧୨ ମିଳିବ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post