ଓଡ଼ିଶାର ନୂଆ ବାଚସ୍ପତି ପ୍ରାର୍ଥି ହେବେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ବିଜେଡି ତରଫ ରୁ ଏ ନେଇ ଘୋଷଣା ହୋଇ ଯାଇଛି । ବାଚସ୍ପତି ପଦ ପାଇଁ ପ୍ରାର୍ଥି ଭାବରେ ପ୍ରମିଳାଙ୍କ ନାଁ ଘୋଷଣା କରିଛି ବିଜୁ ଜନତା ଦଳ । ଏଥିପାଇଁ ଆସନ୍ତାକାଲି ସେ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ । ତେବେ ଆସନ୍ତା ୨୨ ତାରିଖରେ ବାଚସ୍ପତି ଆସନ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ବିଜେଡି ପାଇଁ ଆଶାର ଆଲୋକ ସାଜିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।ସୂଚନା ଅନୁସାରେ, ଆସନ୍ତା ୨୨ ତାରିଖ ସକାଳ ସାଢେ ୯ଟାରେ ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ତେବେ ଏହି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜୁ ଜନତା ଦଳ ନିଜର ପ୍ରାର୍ଥି ଘୋଷଣା କରିଛି ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Prev Post
Next Post