ଭୁବନେଶ୍ବର: ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବିଧାନସଭାର ନୂଆ ବାଚସ୍ପତି। ଆଜି ଶ୍ରୀମତୀ ମଲ୍ଲିକ ନାମାଙ୍କନ ପତ୍ର ଦାଖଲ କରିବେ। ଯେହେତୁ ଆଉ କୌଣସି ଦଳ ପ୍ରାର୍ଥୀ ଦେଉନାହାନ୍ତି, ତେଣୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି। ଶ୍ରୀମତୀ ମଲ୍ଲିକ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବେ। ଆସନ୍ତା ୨୨ ତାରିଖରୁ ହେବାକୁ ଥିବା ବିଧାନସଭାର ମୌସୁମୀ ଅଧିବେଶନ ତାଙ୍କରି ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post