ଆଜି ରାଜ୍ୟସଭାରେ ଆଗତ ହେବ ମହିଳା ସଂରକ୍ଷଣ ବିଲ୍ । ଆସନ୍ତାକାଲି ଶେଷ ଦିବସ ଥିବାରୁ ଆଜି ପାରିତ କରିବାକୁ ପ୍ରୟାସ କରିବେ ସରକାର । ସଂସଦର ସ୍ୱତନ୍ତ୍ର ଅଧିବେଶନର ତୃତୀୟ ଦିବସରେ ଲୋକସଭାରେ ପାରିତ ହୋଇଛି ଏହି ମହିଳା ସଂରକ୍ଷଣ ବିଲ୍ । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣକୁ ସୁନିଶ୍ଚିତ କରୁଥିବା ଏହି ବିଲ୍କୁ ନେଇ ୮ ଘଣ୍ଟାର ବିତର୍କ ପରେ ଭୋଟ୍ ଗ୍ରହଣ ହୋଇଥିଲା ।ଏହି ବିଲକୁ ଗୃହୀତ କରାଇବା ପାଇଁ ପ୍ରଧାନମନ୍ତ୍ରୀ ସବୁ ଦଳର ସମର୍ଥନ ଲୋଡ଼ିଛନ୍ତି । ଲୋକସଭାରେ ସରକାର ସ୍ପଷ୍ଟ କରିଦେଇଛନ୍ତି ଯେ କୌଣସି ବୈଷୟିକ ବ୍ୟବସ୍ଥା ବାହାନାରେ ବିଲକୁ ଅଟକି ରହିବାକୁ ଦିଆଯିବ ନାହିଁ । ବିଭିନ୍ନ ପ୍ରତିବନ୍ଧକ ପାଇଁ ୨୭ ବର୍ଷ ହେବ ଲଟକି ରହିଥିଲା ଏହି ବିଲ୍ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Next Post