ଆଜି ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମ ମହିଳା ବାଚସ୍ପତି ହେବେ ପ୍ରମିଳା ମଲ୍ଲିକ। ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କ ଗହଣରେ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ।ଏହାପୂର୍ବରୁ ମନ୍ତ୍ରୀ ପଦରୁ ଗୁରୁବାର ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବାଚସ୍ପତି ପଦ ପାଇଁ ଆଜି ବିଜେଡି ପକ୍ଷରୁ ନାମାଙ୍କନ ଦାଖଲ କରିବା ସହ ନାମାଙ୍କନ ଭରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି
Trending
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ