୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ଏବଂ ଜେଡିଏସ୍ ମଧ୍ୟରେ ମେଣ୍ଟ ଘୋଷଣା ହୋଇଛି । କର୍ଣ୍ଣାଟକର ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ୍) ଏନ୍ଡିଏରେ ସାମିଲ ହୋଇଛି। ବିଜେପି ଜାତୀୟ ସଭାପତି ଜେ ପି ନଡ୍ଡା ଏକ୍ସରେ ଏହି ଘୋଷଣା କରିଛନ୍ତି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ଡି ଦେବଗୌଡ଼ାଙ୍କ ଦଳ ଜେଡିଏସ୍ ବିଜେପି ନେତୃତ୍ବାଧୀନ ଏନ୍ଡିଏରେ ମିଶିଛି। ଦେବଗୌଡ଼ାଙ୍କ ପୁଅ କୁମାରସ୍ବାମୀ ମଧ୍ୟ ଜେପି ନଡ୍ଡା ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ନଡ୍ଡା କହିଛନ୍ତି, ଜେଡିଏସ୍ ଏନ୍ଡିଏର ଏକ ଅଂଶ ହୋଇଥିବାରୁ ମୁଁ ଖୁସି ଏବଂ ଆମେ ସେମାନଙ୍କୁ ଏନ୍ଡିଏକୁ ସ୍ବାଗତ କରୁଛୁ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post