ଆଗାମୀ ଦିନରେ ଅଧିକ ବନ୍ଦେ ଭାରତ ଏକ୍ସପ୍ରେସ୍ ଚଳାଚଳ ପାଇଁ ରେଲ୍ଓ୍ବେ ଯୋଜନା କରୁଛନ୍ତି। ଘଣ୍ଟାପ୍ରତି ୧୬୦ କିଲୋମିଟର ବେଗରେ ଯିବାକୁ ଥିବା ଏହି ଟ୍ରେନ୍ଠାରୁ ଲୋକ ଓ ଗୋରୁଗାଈଙ୍କୁ ବାହାରେ ରଖିବା ଲାଗି ରୁଟ୍ଗୁଡ଼ିକୁ ବାଡ଼ବନ୍ଦୀ କରିବା ପାଇଁ ରେଲଓ୍ବେ ଉଦ୍ୟମ ଆରମ୍ଭ କରିଛି। ବାଡ଼ କରିବା ପାଇଁ କିଲୋମିଟର ପ୍ରତି ଲକ୍ଷେ ଟଙ୍କା ଖର୍ଚ୍ଚ ହୋଇପାରେ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Next Post