ଗତକାଲି କ୍ରିମିଆର ସେଭାଷ୍ଟୋପୋଲ୍ ବନ୍ଦରରେ ଥିବା ରୁଷିଆର କୃଷ୍ଣସାଗର ନୌସେନା ଘାଟିର ୟୁକ୍ରେନ୍ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଜଣେ ରୁଷିଆ ସୈନ୍ୟ ନିହତ ହୋଇଥିବା ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ନୌସେନା ମୁଖ୍ୟାଳୟ ଅବସ୍ଥିତ ଥିବା ଉକ୍ତ ସିଟି ସେଣ୍ଟରକୁ ନ ଯିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଇଛି। ୟୁକ୍ରେନ୍ର ୫ କ୍ଷେପଣାସ୍ତ୍ରକୁ ରୁଷିଆର ଏୟାର ଡିଫେନ୍ସ ସିଷ୍ଟମ ଖସାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ