ବ୍ରିଟେନରେ ଲାଗିବ ସିଗାରେଟ କିଣା ଉପରେ କଟକଣା। ସିଗାରେଟ ମୁକ୍ତ ହେବ ବ୍ରିଟେନ! ଯୋଜନା କରୁଛନ୍ତି ଋଷି ସୁନକ କିଶୋର ବୟସର ପିଲା ଯେପରି ସିଗାରେଟ ନିଶାରେ କବଳିତ ହେବେ ନାହିଁ,ସିଗାରେଟ ନିଶାରେ କବଳିତ ହେବେ ନାହିଁ, ସେ ଉପରେ ଚିନ୍ତା କରୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସରକାର ।ବ୍ରିଟେନ୍ ସରକାରୀ ତଥ୍ୟ ଅନୁଶାରେ ପ୍ରକାଶ ପାଇଥିବା ରିପୋର୍ଟରେ ମନ୍ତ୍ରୀ ସୁନକ ପରବର୍ତ୍ତୀ ପିଢ଼ି ଯେପରି ସିଗାରେଟ ବ୍ୟବହାର କରିପାରିବେ ନାହିଁ ସେଥିପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଯୋଜନା କରୁଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post