ସେପ୍ଟେମ୍ବର ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାରେ ଯୋଗ ଦେବେ । ସେଠଅରେ ପ୍ରାୟ ୫୧,୦୦୦ ନୂଆନିଯୁକ୍ତିର ନିଯୁକ୍ତି ଦାତାମାନଙ୍କୁ ଆପଏଣ୍ଟମେଣ୍ଟ ଲେଟର ଦେବେ । ନୂଆଦିଲ୍ଲୀର ରାୟସୀନା ସ୍ଥିତ ନେସନାଲ ମିଡିଆ ଷ୍ଟୋରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ଏବଂ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ ଦ୍ୱାରା ନିଯୁକ୍ତି ପତ୍ର ଦେବେ ।ଆସନ୍ତାକାଲି ସକାଳ ୧୦ଟା ୧୫ରୁ ଦିଲ୍ଲୀର ନେସନାଲ ମିଡିଆ ସେଣ୍ଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ସରକାରୀ ମନ୍ତ୍ରାଳାୟ ଏବଂ କିଛି ସଂସ୍ଥାରେ ନବନିଯୁକ୍ତିକୁ ସେମାନଙ୍କ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ, ଭିଡିଓ କନଫରେନ୍ସ ଦ୍ୱାରା ବଣ୍ଟନ କରାଯିବ । ଅଗଷ୍ଟ ୨୮, ୨୦୨୩ରେ ଏକ ଚାକିରୀ ମେଳା ଆୟୋଜିତ ହୋଇଥିଲା, ସେଥିରେ ୫୧,୦୦୦ ଯୁବକଙ୍କୁ ଦେଶରେ ଚାକିରୀ ପାଇଁ ନିଯୁକ୍ତି ପତ୍ର ଦିଆଯାଇଥିଲା ।
Trending
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
- ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
- ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୭ତମ ଏପିସୋଡ୍ , ଛଟ୍ ପର୍ବର ଗୁରୁତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ
Prev Post
Next Post