ରତ୍ନଭଣ୍ଡାର ମରାମତି ମାମଲା । ଆଜି ହାଇକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି । ବିଜେପିର ବରିଷ୍ଠ ନେତା ସମୀର ମହାନ୍ତିଙ୍କ ପକ୍ଷରୁ ଆଗତ ଏହି ମାମଲାର ଶୁଣାଣି ହେବ । ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା ପକ୍ଷରୁ ଦାଖଲ ଯାଞ୍ଚ ରିପୋର୍ଟ ଉପରେ କରାଯାଇଛି ଅଦାଲତଙ୍କ ଦୃଷ୍ଟି ଆକର୍ଷଣ । 2022ରେ ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଯାଞ୍ଚ କରାଯାଇଥିଲା । ଯେଉଁଥିରେ ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକତା ଥିବା ଏଏସ୍ଆଇ କହିଥିଲା । ତେଣୁ ଏଏସ୍ଆଇ ରିପୋର୍ଟ ଆଧାରରେ ରତ୍ନଭଣ୍ଡାରର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ଅଦାଲତକୁ ପ୍ରାର୍ଥନା କରାଯାଇଛି ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ