ସିସୋର ଚିଟଫଣ୍ଡ ଠକେଇ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ନାଁରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଛି । ଭୁବନେଶ୍ୱର ପିଏମଏଲଏ କୋର୍ଟରେ ଚାର୍ଜସିଟ ଦାଖଲ ହୋଇଛି । କଟକ-ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଥିବାରୁ ତାଙ୍କ ପାଇଁ ସମସ୍ୟା ପୁଣି ଆସିଛି । ପ୍ରଭାତ ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟ ସପ୍ଲିମେଣ୍ଟାରୀ ଚାର୍ଜସିଟ ଦାଖଲ ହୋଇଛି । ପ୍ରଶାନ୍ତ ଦାସ, ପ୍ରଭାତ ଦାସଙ୍କ ନାଁରେ ମଧ୍ୟ ଚାର୍ଜସିଟ ହୋଇଛି । ପ୍ରଶାନ୍ତ ଓ ପ୍ରଭାତ ସି-ସୋର ନିର୍ଦ୍ଦେଶକ ଥିଲେ ।ସିସୋର ଚିଟଫଣ୍ଡ ମାମଲାରେ ଶ୍ରୀ ବିଶ୍ୱାଳଙ୍କୁ ସିବିଆଇ ଗତ ୨୦୧୭ ସେପ୍ଟେମ୍ବର ୧୯ତାରିଖରେ ଗିରଫ କରିଥିଲା । ଶ୍ରୀ ବିଶ୍ୱାଳଙ୍କ ବିରୁଦ୍ଧରେ ମନି ଲଣ୍ଡ୍ରିଂ ଆକ୍ଟରେ ମାମଲା ରୁଜୁ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗତ ୨୦୨୨ ଜୁଲାଇ ମାସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କର ପ୍ରାୟ ୩କୋଟି ୯୨ଲକ୍ଷ ଟଙ୍କାର ସମ୍ପତ୍ତି ବ୍ୟାଜ୍ୟାପ୍ତି କରିଥିଲେ । ଏଥିରେ କଟକସ୍ଥିତ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆରେ ଥବା ୨୫ଲକ୍ଷ ଟଙ୍କା ସାମିଲ ଅଛି । ଶ୍ରୀ ବିଶ୍ୱାଳ ଏବେ ଜାମିନରେ ଅଛନ୍ତି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post