ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୯ (୭୯.୪୯) ପଏଣ୍ଟ ଖସି ୬୫,୯୪୫ (୬୫,୯୪୫.୪୭) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ୧୦ (୯.୮୫) ପଏଣ୍ଟ ହ୍ରାସ ଘଟି ୧୯,୬୬୫(୧୯,୬୬୪.୭୦) ଅଙ୍କରେ କାରବାର ବନ୍ଦ କରିଥିଲା। ଉଲ୍ଲେଖଯୋଗ୍ୟ, ବିଏସ୍ଇର ମିଡ୍କ୍ୟାପ୍ ଓ ସ୍ମଲ୍କ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍ କ୍ୟାପ୍, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ କାରବାର ଭିନ୍ନ ରହିଥିବାବେଳେ ସେକ୍ଟୋରାଲ ଇଣ୍ଡେକ୍ସର ମଧ୍ୟ କାରବାର ହ୍ରାସ ଘଟିଛି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Next Post