୨୦୨୩ ଏସିଆନ ଗେମ୍ସରେ ୨୫ ମିଟର ଶୁଟିଂ ଦଳ ଭାରତ ଦ୍ୱିତୀୟ ଥର ପାଇଁ ସ୍ବର୍ଣ୍ଣ ପଦକ ପାଇଛି। ମନୁ ଭାକର, ଇଶା ସିଂ ଏବଂ ରିଦମ ସାଙ୍ଗୱାନଙ୍କ ଦଳ ଭାରତ ପାଇଁ ସ୍ବର୍ଣ୍ଣ ଆଣିଛନ୍ତି। ବୁଧବାର ଶୁଟିଂରେ ଭାରତ ପାଇଁ ଏହା ହେଉଛି ଦ୍ୱିତୀୟ ପଦକ। ବର୍ତ୍ତମାନ ଭାରତକୁ ୪ଟି ସ୍ବର୍ଣ୍ଣ ପଦକ ଆସିଛି। ଯଦି ଶୁଟିଂରେ ଭାରତର ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିବ, ତେବେ ପଦକ ତାଲିକାରେ ଶ୍ରେଷ୍ଠ ୫ର ଯାତ୍ରା କଷ୍ଟକର ହେବ ନାହିଁ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post