ମେକ୍ସିକୋର ଉତ୍ତର ଭାଗରେ ଥିବା ଡୁରାଙ୍ଗୋ ରାଜ୍ୟରେ ଦୁଇଟି ଘରୋଇ ବିମାନ ମଧ୍ୟରେ ଧକ୍କାହେବାରୁ ଜଣେ ଶିଶୁ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଲା ଗାଲାନ୍ସିଟା ସହରର ଏକ ଅପରିଷ୍କାର ଏୟାରଷ୍ଟ୍ରିପ୍ରେ ସୋମବାର ଏହି ଦୁର୍ଘଟଣା ଘଟିଥିଲା। ଗୋଟିଏ ବିମାନ ଉଡ଼ାଣ ଆରମ୍ଭ କରୁଥିବାବେଳେ ଅନ୍ୟଟି ଲ୍ୟାଣ୍ଡିଂ କରିବାରୁ ସେମାନଙ୍କ ମଧ୍ୟରେ ଧକ୍କା ହୋଇଥିଲା ବୋଲି ରାଜ୍ୟର ସୁରକ୍ଷା ସଚିବାଳୟ ପକ୍ଷରୁ କୁହାଯାଇଛି। ଦୁର୍ଘଟଣା ଯୋଗୁ ଦୁଇଟି ବିମାନରେ ନିଆଁ ଲାଗିଯାଇଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post