କଟକ ଚୌଧୁରୀ ବଜାର ପଢିଆରୀ ପାଠାଗାର ନିକଟରେ ଭୟାବହ ଅଗ୍ନିକାଣ୍ଡ । ଏକ ତିନି ମହଲା ଲୁଗାଦୋକାନରେ ନିଆଁ ଲାଗିଥିବା ସୂଚନା ମିଳିଛି । ସର୍ଟ ସର୍କିଟ୍ ଯୋଗୁଁ ଏପରି ହୋଇଥିବା ଆଶଙ୍କା କରାଯାଉଛି । ଅଗ୍ନିଶମ ବିଭାଗର କର୍ମଚାରୀ ନିଆଁ ଲିଭାଇବା ପାଇଁ ଚେଷ୍ଟା କରୁଛନ୍ତି ।ସକାଳ ଆଠଟାରେ ଏହି କୋଠାରୁ ନିଆଁ ବାହାରୁଥିବା ସ୍ଥାନୀୟ ଲୋକ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗର ତିନୋଟି ଗାଡି ଘଟଣାସ୍ଥଳରେ ପହଞ୍ଚି ଏହାକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲା ।
Trending
- ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କର ପରଲୋକ
- KIIT ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା
- ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ
- ଲାହୋର-କରାଚିରେ ଏୟାର ସ୍ପେସ ବନ୍ଦ
- କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ
- ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ
- ବେଆଇନ ଲଘୁଖଣିଜ ପଦାର୍ଥ ଚୋରାଚାଲାଣ ପୋଲିସର ଚଢାଉ ୯ଗାଡି ଜବତ ୮ଡ୍ରାଇଭର ଅଟକ
- ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ
- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
- ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ
Prev Post
Next Post