ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ ପାଇଁ ବିଭିନ୍ନ ଦଳର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଅଂଶଗ୍ରହଣକାରୀ ଦଳ ଗୁଡ଼ିକ ଭାରତରେ ପହଞ୍ଚିଛି ଓ୍ବାର୍ମଅପ୍ ମ୍ୟାଚରେ ନିଜ ଦକ୍ଷତା ପରଖୁଛନ୍ତି। ଭାରତ ଏହାର ପ୍ରଥମ ଓ୍ବାର୍ମଅପ୍ ମ୍ୟାଚ ଆଜି ଇଂଲଣ୍ଡ ବିପକ୍ଷରେ ଖେଳିବ। ଇଂଲଣ୍ଡ ହେଉଛି ଗତଥରର ଚାମ୍ପିୟନ। ତେଣୁ ଟିମ୍ ଇଣ୍ଡିଆ ଏହି ମ୍ୟାଚରେ ନିଜର ଅଭ୍ୟାସକୁ ଚୂଡ଼ାନ୍ତ ରୂପଦେବ। ଓ୍ବାର୍ମଅପ୍ ମ୍ୟାଚ ଅଫିସିଆଲ ମର୍ଯ୍ୟଦା ପାଉ ନ ଥିବାରୁ ଏଥିରେ ଦଳ ଗୁଡ଼ିକ ଆବଶ୍ୟକ ଅନୁସାରେ ଅଧିକ ଖେଳାଳି ଖେଳାଇବା ନିୟମ ରହିଛି। ତେଣୁ ଏଥିରେ ଉଭୟ ଦଳ ଏକାଧିକ ଖେଳାଳିଙ୍କୁ ପରୀକ୍ଷା କରିପାରିବେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post