ଗତକାଲି ଆସାମର ଧୁବରୀ ଜିଲ୍ଲାରେ ଭୂକମ୍ପ ଅନୁଭୁତ ହୋଇଛି । ଏଠାରେ ଭୂକମ୍ପର ତୀବ୍ରତା ୩.୧ ଥିଲା । ନେସନାଲ ସେଣ୍ଟର ଫର ସିସମୋଲୋଜି କହିଛି ଏହି ଭୂକମ୍ପସକାଳ ୩.୧ରେ ୧୭ କିଲୋମିଟର ଗଭୀରତା ଭିତରେ ଆସିଥିଲା । ଏହା ପୂର୍ବରୁ ଶନିବାର ସନ୍ଧ୍ୟାରେ ପାଖାପାଖି ୬ଟା ବେଳେ ମଧ୍ୟପ୍ରଦେଶର ଶିବନି ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୁତ ହୋଇଥିଲା । ଏହାର ତୀବ୍ରତା ୧.୮ ମପା ଯାଇଥିଲା । ଏହା ପୂର୍ବରୁ ଶୁକ୍ରବାର ଦିନ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏହା ସନ୍ଧ୍ୟା ୬ଟା ୪୭ ମିନିଟରେ ଭୂକମ୍ପ ହୋଇଥିଲା । ଏହାର ତୀବ୍ରତା ୨.୯ ଥିଲା । ସେପ୍ଟେମ୍ବର ମାସରେ ହିମାଞ୍ଚଳପ୍ରଦେଶରେ ମଣ୍ଡିରେ ଭୂକମ୍ପ ଅନୁଭୂତ ହୋଇଥିଲା ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post