ହରିୟାଣାରେ ଭୂକମ୍ପ ଝଟ୍କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୨.୬ ରହିଛି। ଏହି ଭୂକମ୍ପ ଯୋଗୁ ରୋହତକ ଏବଂ ଏହାର ଆଖପାଖ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ରବିବାର ରାତି ୧୧.୨୬ରେ ଏହି ଭୂକମ୍ପ ଘଟିଛି। ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରୋହତକଠାରୁ ୭ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବରେ ଥିବା ଖେଡି ସାଦ ଗ୍ରାମରେ ରହିଛି। ପୃଥିବୀର ପାଞ୍ଚ କିଲୋମିଟର ତଳେ ଗତିବିଧି ରେକର୍ଡ କରାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post