ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡିକରେ ଦ୍ୱିତୀୟ ପର୍ଯ୍ୟାୟ ପିଜି ନାମଲେଖା ମଙ୍ଗଳବାର ୩ ତାରିଖରୁ ଆରମ୍ଭ ହେବ। ସକାଳ ୧୦ଟାରୁ ୫ ତାରିଖ ଅପରାହ୍ନ ୫ଟା ଭିତରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ୧୦ ତାରିଖ ଅପରାହ୍ନ ୨ଟାରେ ବଳକା ସିଟ୍ ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧୨ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ୧୩ ତାରିଖ ରାତି ୯ଟା ଭିତରେ ଶିକ୍ଷାନୁଷ୍ଠାନଗୁଡ଼ିକ ଇ-ସ୍ପେସ୍ରେ ନାମଲେଖା ସମ୍ପର୍କିତ ସମସ୍ତ ତଥ୍ୟ ଅପ୍ଲୋଡ୍ କରିବେ। ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟ ୨୧ରୁ ପିଜି ପ୍ରଥମ ବର୍ଷ ପାଠପଢ଼ା ଚାଲିଛି। ପ୍ରଥମ ପର୍ଯ୍ୟାୟରେ ସିଟ୍ ପୂରଣ ନ ହେବାରୁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post