ଅଭିନେତା ଅକ୍ଷୟ କୁମାର ଏବଂ ପଙ୍କଜ ତ୍ରିପାଠୀଙ୍କ ଫିଲ୍ମ ‘ଓଏମ୍ଜି -୨’ ବକ୍ସ ଅଫିସରେ ଭଲ ରୋଜଗାର କରିଥିଲା। ଯୌନ ଶିକ୍ଷା ଉପରେ ଆଧାରିତ ଏହି ଚଳଚ୍ଚିତ୍ରକୁ ଦର୍ଶକ ମଧ୍ୟ ବହୁତ ପସନ୍ଦ କରିଥିଲେ। ଅଗଷ୍ଟ ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ର ବର୍ତ୍ତମାନ ଓଟିଟିରେ ମଧ୍ୟ ଡେବ୍ୟୁ କରିବାକୁ ପ୍ରସ୍ତୁତ।ନେଟଫ୍ଲିକ୍ସରେ ସାମାଜିକ ବାର୍ତ୍ତା ଉପରେ ଆଧାରିତ ‘ଓଏମ୍ଜି -୨’ ଦେଖିବାକୁ ସମର୍ଥ ହେବେ। ଅକ୍ଷୟ କୁମାରଙ୍କ ଏହି ଚଳଚ୍ଚିତ୍ର ଅକ୍ଟୋବର ୮ରେ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ଷ୍ଟ୍ରିମିଂ ହେବ। ନେଟଫ୍ଲିକ୍ସ ଏ ସମ୍ପର୍କରେ ଏକ ସରକାରୀ ଘୋଷଣା କରିଛି।
Trending
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
Prev Post
Next Post