ଭୁବନେଶ୍ବର: ଚଳିତ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଶେଷ ହୋଇଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକାର୍ଯ୍ୟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ସହ ୧୨ ବିଲ ଏହି ଅଧିବେଶନରେ ଆଲୋଚନା ହୋଇ ପାରିତ ହୋଇଛି। ଅନେକ ଜନସ୍ୱାର୍ଥ ପ୍ରସଙ୍ଗରେ ଆଲୋଚନା ହୋଇଛି। ବାଚସ୍ପତି, ଉପବାଚସ୍ପତି, ଭଲ ଭାବେ ଗୃହ ଚଳାଇଥିବାରୁ ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଉଛି।ଗତ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇଥିବା ଅଧିବେଶନ ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ଶେଷ ହୋଇଛି। ତେବେ ଚଳିତ ମୌସୁମୀ ଅଧିବେଶନରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ସହ ମୋଟ ୧୨ଟି ବିଲ୍ ପାରିତ ହୋଇଛି। ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ ବିଧାନସଭାରେ ପାରିତ ହୋଇଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ