ଆମେରିକା ସଂସଦ କଂଗ୍ରେସର ନିମ୍ନ ସଦନ ତଥା ପ୍ରତିନିଧି ସଭାର ମଙ୍ଗଳବାର ମ୍ୟାକାର୍ଥୀଙ୍କୁ ବାଚସ୍ପତି ପଦରୁ ହଟାଇବା ସପକ୍ଷରେ ମତ ଦେଇଛନ୍ତି। ଆମେରିକାର ଇତିହାସରେ ପ୍ରଥମ ଥର ପାଇଁ ଏହି ପ୍ରକାର ମତଦାନ ହୋଇଛି। ଏଥି ସହିତ, ବାଚସ୍ପତିଙ୍କୁ ଭୋଟ ମାଧ୍ୟମରେ ପଦବୀରୁ ହଟାଇବା ହେଉଛି ପ୍ରଥମ ଘଟଣା।ମ୍ୟାକାର୍ଥୀ ମୋଟ ୨୬୯ ଦିନ ହାଉସ ବାଚସ୍ପତି ଭାବରେ କାର୍ଯ୍ୟ କରିଛନ୍ତି। ଜାନୁଆରୀ ୭, ୨୦୨୩ରେ ମ୍ୟାକାର୍ଥୀ ବାଚସ୍ପତି ଭାବରେ ନିର୍ବାଚିତ ହୋଇଥିଲେ ଏବଂ ମଙ୍ଗଳବାର ତାଙ୍କୁ ଏହି ପଦରୁ ବହିଷ୍କାର କରାଯାଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଗୃହକୁ ବର୍ତ୍ତମାନ ଏକ ନୂତନ ବାଚସ୍ପତି ଚୟନ କରିବାକୁ ପଡ଼ିବ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ