ରାଜ୍ୟର ବିଭିନ୍ନ କଲେଜରେ ଖାଲିଥିବା ସିଟରେ ତୃତୀୟ ପର୍ଯ୍ୟାୟ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଆବେଦନ ପ୍ରକ୍ରିୟା ଅକ୍ଟୋବର ୪ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୮ ତାରିଖରେ ଆବେଦନ ଶେଷ ହେବ ।ସୂଚନା ଅନୁଯାୟୀ, ୧୧ ତାରିଖରେ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବାକୁ ଥିବା ବେଳେ ୧୩ ଓ ୧୪ ତାରିଖରେ ଶିକ୍ଷାନୁଷ୍ଠାନ ସ୍ତରରେ ପିଲାଙ୍କ ନାମଲେଖା ଅନୁଷ୍ଠିତ ହେବ । ସେହିପରି ଅକ୍ଟୋବର ୧୭ରେ ୱେଟିଂ ତାଲିକାରେ ଥିବା ପିଲାଙ୍କ ନାମଲେଖା ପାଇଁ ପଞ୍ଜୀକରଣ କରାଯିବାକୁ ଥିବା ବେଳେ ୧୯ ତାରିଖ ସୁ୍ଦ୍ଧା ନାମଲେଖା ପ୍ରକ୍ରିୟା ଶେଷ ହେବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post