ଜିଓ ମାର୍ଟର ବହୁ ପ୍ରତୀକ୍ଷିତ ତଥା ପାର୍ବଣ ସ୍ବତନ୍ତ୍ର ‘ଜିଓ ଉତ୍ସବ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଉତ୍ସବ ୨୦୨୩ ଅକ୍ଟୋବର ୮ରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହେଉଛି। ଏପରିକି ପ୍ଲାଟ୍ଫର୍ମର ଏହି ସ୍ବତନ୍ତ୍ର ସେଲ୍ ଜରିଆରେ ଗ୍ରାହକମାନେ ଆକର୍ଷଣୀୟ ଅଫର ଓ ରିହାତି ଜିଓ ମାର୍ଟର ସମସ୍ତ ସାମଗ୍ରୀ ଉପରେ ପାଇପାରିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିଭଳି ପାର୍ବଣ ଉପଲକ୍ଷେ ପ୍ରତି କ୍ରୟ ଉପରେ ୫୦ରୁ ୮୦% ପର୍ଯ୍ୟନ୍ତ ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ବିଶେଷକରି ଇଲେକ୍ଟ୍ରୋନିକ୍ସ, ହୋମ୍ ଆଣ୍ଡ କିଚେନ, ଫ୍ୟାଶନ ଆଣ୍ଡ ଲାଇଫ ଷ୍ଟାଇଲ, ବିୟୁଟି, ଏଫ୍ଏମ୍ସିଜି, ଗ୍ରୋସେରି ଏବଂ କଞ୍ଜୁମର ଡୁରାବଲ୍ସ ଉପରେ ଆକର୍ଷଣୀୟ ଅଫର ଓ ରିହାତି ସୁବିଧା ରହିଛି। ଅପରପକ୍ଷରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦ୍ ଉପରେ ୭୦% ରିହାତି ଥିବାବୋଳେ ସ୍ମାର୍ଟଫୋନ୍ଗୁଡିକର ଏକ୍ସଚେଞ୍ଜ ଉପରେ ୧୫,୦୦୦ ଟଙ୍କାର ରିହାତି ଦିଆଯାଉଛି।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Prev Post