ଚନ୍ଦ୍ରଯାନ ଓ ସୂର୍ଯ୍ୟ ମିଶନ ପରେ ଏବେ ଗଗନୟାନ ପାଇଁ ପ୍ରସ୍ତୁତି । ଗଗନାୟନ ମିଶନ ପାଇଁ ମାନବବିହୀନ ଫ୍ଲାଇଟ ଟେଷ୍ଟ କରିବ ଇସ୍ରୋ । ଏଥିପାଇଁ ପ୍ରସ୍ତୁତି ଚାଲିଛି । ଫ୍ଲାଇଟ ଟେଷ୍ଟ ଭେହିକଲ ଆବୋର୍ଟ ମିଶନ-1 ପାଇଁ ଇସ୍ରୋ ଜୋରଦାର ପ୍ରସ୍ତୁତି ଚଳାଇଛି । ଏଥିରେ କ୍ରିଉ ଏସକେପ ସିଷ୍ଟମ ପାରଦର୍ଶିତାର ପ୍ରଦର୍ଶନ କରାଯିବ । ଗଗନୟାନ ଅଭିଯାନରେ ମହାକାଶକୁ ମଣିଷ ପଠାଯିବ । ପୂର୍ବରୁ ୨୦୨୨ରେ ଏହି ମିଶନ ହେବାର ଥିଲା । ଏବେ ୨୦୨୫ରେ ଆରମ୍ଭ ପାଇଁ ଲକ୍ଷ୍ୟ ରଖିଛି ଇସ୍ରୋ । ମହାକାଶକୁ ମଣିଷ ପଠାଯିବା ପୂର୍ବରୁ ଦୁଇଟି ମାନବବିହୀନ ଅଭିଯାନ କରାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post