ଅକ୍ଟୋବର ୮ରେ ତା’ର ୯୧ ତମ ଫାଉଣ୍ଡେସନ ଡେ ବା ସ୍ଥାପନା ଦିବସ ପାଳନ କରୁଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁସେନା ଦିବସ ଅବସରରେ ବାୟୁସେନାକୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ସେମାନଙ୍କର ମହାନ ସେବା ଏବଂ ବଳିଦାନ ଆମ ଆକାଶର ସୁରକ୍ଷାକୁ ସୁନିଶ୍ଚିତ କରେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ବାୟୁସେନାର ସାହସିକତା, ପ୍ରତିବଦ୍ଧତା ଏବଂ ଉତ୍ସର୍ଗୀକୃତତା ପାଇଁ ଭାରତ ଗର୍ବିତ।ପ୍ରଧାନମନ୍ତ୍ରୀ ମଧ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭାରତୀୟ ବାୟୁସେନାର ସାହସକୁ ଅଭିବାଦନ ଜଣାଇ ଏକ ଭିଡିଓ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି- ବାୟୁସେନା ଦିବସରେ ସମସ୍ତ ବିମାନ କର୍ମଚାରୀ ଏବଂ ସେମାନଙ୍କ ପରିବାରକୁ ଅଭିନନ୍ଦନ। ଭାରତୀୟ ବାୟୁସେନାର ସାହସିକତା, ପ୍ରତିବଦ୍ଧତା ଏବଂ ଉତ୍ସର୍ଗ ପାଇଁ ଭାରତ ଗର୍ବିତ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post