ଚଳିତ ମାସରେ ମହିନ୍ଦ୍ରା ନିଜର କିଛି ମଡେଲ୍ସ ଉପରେ ୧.୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଡିସକାଉଣ୍ଟ ଦେଉଛି, ଯେଉଁଥିରେ XUV300, XUV400, ବୋଲେରୋ, ବୋଲେରୋ ନିଓ ଏବଂ ମରାଜୋ ଭଳି ମଡେଲ ସାମିଲ ଅଛି । ଏହି ଅଫର ଅନୁଯାୟୀ ଗ୍ରାହକମାନେ ଏହି ମଡେଲ କିଣିବା ଦ୍ୱାରା ଏକ୍ସଚେଞ୍ଜ ବୋନସ୍, କ୍ୟାସ ଡିସକାଉଣ୍ଟ ଏବଂ ଆକ୍ସେସରିଜ୍ ଭଳି ଡିସକାଉଣ୍ଟ ପାଇପାରିବେ । କିନ୍ତୁ XUV700, Scorpio-N, Scorpio Classic ଏବଂ Thar ଉପରେ କୌଣସି ଡିସକାଉଣ୍ଟ ଦିଆଯାଉ ନାହିଁ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post