ଲଦାକର କୁନ ପର୍ବତରେ ହିମସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଛନ୍ତି ଭାରତୀୟ ସେନା । ଜଣେ ସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହା ଛଡା ୩ ଜଣ ଯବାନ ନିଖୋଜ ହୋଇଛନ୍ତି । ସେମାନଙ୍କୁ ଖୋଜା ଯାଉଛି । ସୂଚନା ଅନୁସାରେ ମୃତ ଜବାନଙ୍କ ଶବକୁ ଠାବ କରାଯାଇଛି । ବାକି ୩ ଜଣ ବରଫରେ ଫଶି ରହିଛନ୍ତି ସେମାନଙ୍କୁ ଖୋଜା ଯାଉଛି ।ସେନା ଦ୍ୱାରା ମିଳିଥିବା ସୂଚନା ଅନୁସାରେ ଲଦାକରେ ଭାରତୀୟ ସେନାକୁ ଆର୍ମି ୱିଙ୍ଗ ସହିତ ଜଡିତ ଲୋକ ମାଉଣ୍ଟ କୁନ ପାଖରେ ତାଲିମ ଦେଉଥିଲେ । ଏହି ସମୟରେ ହିମସ୍ଖଳନ ହେବାରୁ ପାଖାପାଖି ୪୦ ସେନା କର୍ମଚାରୀ ହିମସ୍ଖଳରେ ଫଶି ଯାଇଥିଲେ । ଏହା ଦ୍ୱାରା ୪ ଜଣ ସେନା କର୍ମଚାରୀ ବରଫରେ ଫଶି ଯାଇଛନ୍ତି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post