ଚଳିତ ବର୍ଷ ଚୀନ ଏସୀୟ କ୍ରୀଡ଼ାରେ ପୁରୁଷ ହକି ଦଳ ସ୍ୱର୍ଣ୍ଣ ପଦକ ବିଜେତା ହୋଇଥିବା ବେଳେ ମହିଳା ଟିମ୍ ବ୍ରୋଞ୍ଜ ପଦକ ଲାଭ କରିଛି। ଏହି ଉଭୟ ପୁରୁଷ ଓ ମହିଳା ଦଳରେ ଜଣେ ଓଡ଼ିଆ ଖେଳାଳି ଭାବେ ସ୍ଥାନ ପାଇଥିବା ଅମିତ ରୋହିଦାସ ଏବଂ ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଘୋଷଣା ମୁତାବକ ଅମିତଙ୍କୁ ଦେଢ କୋଟି ଟଙ୍କା ଓ ଦୀପ ଗ୍ରେସଙ୍କୁ ୫୦ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ଖେଳାଳିଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ରାଜ୍ୟକୁ ଗର୍ବିତ କରିଛି । ଏହା ସହ ସେମାନଙ୍କ ନିଷ୍ଠା, କଠିନ ପରିଶ୍ରମ ରାଜ୍ୟ ପାଇଁ ସମ୍ମାନ ଆଣିଦେଇଛି ବୋଲି ସେ କହିଛନ୍ତି। ଏହାପରେ ଉଭୟ ଅମିତ ରୋହିଦାସ ଏବଂ ଦୀପ ଗ୍ରେସ୍ ଏକ୍କା ଏହି ସମ୍ମାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post