ଆଜିଠାରୁ ଗାଁରୁ ବ୍ଲକ ଗଡ଼ିବ ବସ୍ । ଲକ୍ଷ୍ମୀ ଯୋଜନାରେ ରାଜ୍ୟରେ ଆରମ୍ଭ ହେବ ବସ୍ ସେବା । ଆଜି ମାଲକାନାଗିରିର ବଣ୍ଡାଘାଟିରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ ଜିଲ୍ଲା ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳରେ ଆରମ୍ଭ ହେବ ବସ୍ ଚଳାଚଳ । ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳରେ ପରିବହନ ସେବାକୁ ମଜଭୁତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ସୁରକ୍ଷା, ସୁବିଧା ଓ ସମ୍ମାନ ଏହି ତିନି ଏସକୁ ଗୁରୁତ୍ବ ଦେଇ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ଯୋଜନା
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post