ଭାରତୀୟ ରିଜର୍ଭ ବ୍ୟାଙ୍କ ବ୍ୟାଙ୍କ ଅଫ୍ ବରୋଦା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହାର ମୋବାଇଲ ଆପ୍ ‘ବିଓବି ଓ୍ବାଲର୍ଡ’ ଜରିଆରେ ନୂଆ ଗ୍ରାହକଙ୍କୁ ଯୋଡ଼ିବା ଉପରେ ଆର୍ବିଆଇ ରୋକ ଲଗାଇଛି। ଆର୍ବିଆଇ ଗ୍ରାହକଙ୍କୁ ଏହି ଆପ୍ଲିକେଶନରେ ସାମିଲ କରିବାର ପଦ୍ଧତିକୁ ନେଇ ଚିନ୍ତା ପ୍ରକାଶ କରି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।୧୯୪୯ର ଧାରା ୩୫ଏ ଅନୁଯାୟୀ ନିଜର ଅଧିକାର ପ୍ରୟୋଗ କରି ‘ବିଓବି ଓ୍ବାର୍ଲଡ୍’ଆପ୍ ଉପରେ ତତ୍କାଳ ପ୍ରଭାବ ସହ ରୋକ ଲଗାଇବାକୁ ଆର୍ବିଆଇ ନିର୍ଦ୍ଦେଶ ଦେଇଛି। ଏହାଦ୍ୱାରା ଯେଭଳି ପୂର୍ବ ଗ୍ରାହକମାନେ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ମଧ୍ୟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ତେବେ ଆର୍ବିଆଇର ଏଭଳି ଆକ୍ସନ ପରେ ବୁଧବାର ବିଓବିର ଶେୟାର କମୁଥିବା ନଜର ଆସିଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post