ଆଜି ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କ ମୋକ୍ଷ ପ୍ରାପ୍ତି ପାଇଁ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ଭୁବନେଶ୍ବର, ପୁରୀରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ସକାଳୁ ସକାଳୁ ଶ୍ରାଦ୍ଧ ପାଇଁ ଲୋକେ ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ଶ୍ରଦ୍ଧାଳୁ ପିତୃପୁରୁଷଙ୍କୁ ଆବାହନ କରି ପିଣ୍ଡ ଦାନ କରିବା ନେଇ ଅପେକ୍ଷା କରିଛନ୍ତି । ପିତୃପକ୍ଷର ଅନ୍ତିମ ଦିବସ ହୋଇଥିବାରୁ ପ୍ରବଳ ଭିଡ଼ ହେବା ଆଶଂକା କରାଯାଉଛି । ଅଶ୍ବୀନ କୃଷ୍ଣ ପ୍ରତିପଦା ଠାରୁ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ତିଳତର୍ପଣ ଦିଆଯାଇଥିବା ବେଳେ ଆଜି ମହାଲୟାରେ ନିଜ ପିତୃପୁରୁଷଙ୍କ ସହ ନିଜ ମାମୁଘର ଉଦ୍ଦେଶ୍ୟରେ ମଧ୍ୟ ଶ୍ରାଦ୍ଧ ପ୍ରଦାନ ଓ ପିଣ୍ଡଦାନ କରାଯାଇଥାଏ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ