ଆଜି ଠାରୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ପିଠବଟା ଗେଟ ନିକଟରୁ ଶିମିଳିପାଳ ଅଭୟାରଣ୍ୟ ସ୍ଥିତ ବ୍ୟାଘ୍ର ପ୍ରକଳ୍ପ ଉପନିର୍ଦ୍ଦେଶକ ପର୍ଯ୍ୟଟକଙ୍କୁ ସ୍ବାଗତ କରିଥିଲେ ।ସେହିପରି ଯଶିପୁର ପଟରୁ ମଧ୍ୟ ଅଭୟାରଣ୍ୟର ଅନ୍ୟ ଏକ ଗେଟ ଖୋଲାଯାଇଛି । ଚଳିତ ବର୍ଷ ଅଧିକ ସଂଖ୍ୟକ ପର୍ଯ୍ୟଟକ ଆସିବାର ଆଶା ରଖିଛନ୍ତି ଶିମିଳିପାଳ କର୍ତ୍ତୃପକ୍ଷ । ଶିମିଳିପାଳ ଅଭୟାରଣ୍ୟ ଖୋଲିବାର ପ୍ରଥମ ଦିନରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଛି । ଅଭୟାରଣ୍ୟକୁ ପ୍ଲାଷ୍ଟିକ ମୁକ୍ତ ରଖିବାକୁ ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପର୍ଯ୍ୟଟକମାନଙ୍କୁ ପରାମର୍ଶ ଦେଇଛନ୍ତି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post