ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ମହୁ ଏକ ଉତ୍ତମ ବିକଳ୍ପ। ଘରେ ମଧ୍ୟ ମହୁ ଫେସିଆଲ କରିପାରିବେ। ତ୍ୱଚାରୁ ଦାଗ ଦୂର ସହ ଚମକ ବୃଦ୍ଧି ପାଇଁ ଏହାକୁ କିଭଳି ବ୍ୟବହାର କରିବେ ଜାଣନ୍ତୁ ..
ପ୍ରଥମେ ମହୁର ଏକ ପତଳା ସ୍ତର ମୁହଁରେ ଲଗାନ୍ତୁ। ୧୦ ରୁ ୧୫ ମିନିଟ ଏହାକୁ ମୁହଁରେ ଲଗାଇ ରଖନ୍ତୁ। ଶୁଖିଯିବା ପରେ ପାଣି ମୁହଁରେ ଲଗାଇ ମାଲିସ କରନ୍ତୁ। କିଛି ସମୟ ପରେ ମୁହଁ ଧୋଇ ଦିଅନ୍ତୁ।
ମହୁରେ ଚାଉଳ ଗୁଣ୍ଡ ମିଶାନ୍ତୁ। ଏହାକୁ ଭଲ ଭାବେ ମିଶାଇ ଏହାକୁ ମୁହଁରେ ଲଗାନ୍ତୁ। ଏହା ମୁହଁରୁ ସମସ୍ତ ପ୍ରକାର ଅପରିଷ୍କାର ବାହାର କରି ଦେଇଥାଏ। ମୁହଁର ଦାଗ ମଧ୍ୟ ଦୂର କରିଥାଏ।
୩ୟରେ ମହୁ ସହ କଦଳୀ କିମ୍ବା ଅମୃତଭଣ୍ଡା ଭଲ ଭାବେ ମିଶାନ୍ତୁ। ଏବେ ଏହି ମିଶ୍ରଣକୁ ମୁହଁରେ ଲଗାଇ ମାଲିସ କରନ୍ତୁ। ୧୦ ରୁ ୧୫ ମିନିଟ ରଖି ମୁହଁକୁ ପାଣିରେ ଧୋଇ ଦିଅନ୍ତୁ।
ମହୁରେ ଅଳ୍ପ ଅଟା,ଗୋଲାପ ଜଳ ଓ କଞ୍ଚା କ୍ଷୀର ମିଶାନ୍ତୁ। ଏହାକୁ ମୁହଁରେ ଲଗାଇ କିଛି ସମୟ ରଖି ଶୁଖି ଯିବା ପରେ ଧୋଇ ଦିଅନ୍ତୁ। ତ୍ୱଚା ପାଇଁ କୌଣସି ବରଦାନରୁ କମ୍ ନୁହେଁ ଏହି ମହୁ ଫେସିଆଲ୍।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post