ଆମେରିକାର ମେରିଲ୍ୟାଣ୍ଡ ସହରରେ ଭାରତୀୟ ସମ୍ବିଧାନର ଜନକ ଡ. ଭୀମରାଓ ଆମ୍ବେଦକରଙ୍କ ସବୁଠାରୁ ବଡ ପ୍ରତିମୂର୍ତ୍ତି ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଛି। ଉଦ୍ଘାଟନୀ ସମାରୋହରେ ୫୦୦ରୁ ଅଧିକ ଭାରତୀୟ-ଆମେରିକୀୟ, ଭାରତୀୟ ଓ ଅନ୍ୟ ଦେଶର ବହୁ ଲୋକ ଯୋଗ ଦେଇଥିଲେ। ୧୯ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ ଇକ୍ୱାଲିଟିର ଉଦ୍ଘାଟନୀରେ ଉପସ୍ଥିତ ସମସ୍ତ ଲୋକ ଜୟ ଭୀମ କହି ସ୍ଲୋଗାନ ଦେଇଥିଲେ।ଗୁଜରାଟରେ ଷ୍ଟାଚ୍ୟୁ ଅଫ ୟୁନିଟି ପ୍ରତିମୂର୍ତ୍ତି ଗଢିଥିବା ପ୍ରସିଦ୍ଧ କଳାକାର ତଥା ଶିଳ୍ପୀ ରାମ ସୂତାରଙ୍କ ଦ୍ୱାରା ସର୍ଦ୍ଦାର ପଟେଲଙ୍କ ଏହି ପ୍ରତିମୂର୍ତ୍ତି ତିଆରି କରାଯାଇଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post