ବିଶ୍ୱକପ୍ରେ ଶ୍ରୀଲଙ୍କାକୁ ଲାଗିଛି ବଡ଼ ଝଟ୍କା। ଅଧିନାୟକ ଦାସୁନ ଶାନାକା ଆହତ ହେବା କାରଣରୁ ଟୁର୍ନାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ତାଙ୍କର ଡାହାଣ ଜଙ୍ଘର ମାଂସପେଶୀରେ ଆଘାତ ଲାଗିଛି। ତେବେ ଦଳରେ ତାଙ୍କ ସ୍ଥାନରେ ଚାମିକା କରୁଣାତ୍ନେଙ୍କୁ ସାମିଲ କରାଯାଇଛି।୩୨ ବର୍ଷୀୟ ଶାନାକା ବିଶ୍ୱକପ୍ରେ ଏଯାବତ ଭଲ ପ୍ରଦର୍ଶନ କରିଆସୁଥିଲେ। ହେଲେ ପାକିସ୍ତାନ ବିପକ୍ଷରେ ଅକ୍ଟୋବର ୧୦ରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ତାଙ୍କୁ ଆଘାତ ଲାଗିଥିଲା। ଏବେ ତାଙ୍କୁ ସୁସ୍ଥ ହେବାକୁ ଅତି କମ୍ରେ ୩ ସପ୍ତାହ ଲାଗିବ ବୋଲି ଜଣାପଡ଼ିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post