ସିନ୍ଦୂରର ଅନେକ ଆଧ୍ୟାତ୍ମିକ ମହତ୍ତ୍ୱ ରହିଛି।ବିବାହିତ ନାରୀମାନଙ୍କ ପାଇଁ ଶଙ୍ଖା ଓ ସିନ୍ଦୂର ବିଶେଷ ମହତ୍ତ୍ୱ ରଖିଥାଏ। ମଥାରେ ସିନ୍ଦୂର ଲଗାଇବା ବେଳେ ବିଭିନ୍ନ ଦିଗ ପ୍ରତି ଧ୍ୟାନ ଦେବା ଉଚିତ। ଶାସ୍ତ୍ର ଅନୁସାରେ ଠିକ ରୂପେ ସିନ୍ଦୂର ନ ଲଗାଇବା ଦ୍ୱାରା ସ୍ୱାମୀଙ୍କ ଉପରେ ଖରାପ ପ୍ରଭାବ ପଡିଥାଏ। ସିନ୍ଦୂର ପିନ୍ଧିବା ଦ୍ୱାରା ଜଣେ ନାରୀ ଅଖଣ୍ଡ ସୌଭାଗ୍ୟବତୀ ହୋଇଥାଏ।ମଥାରେ ସିନ୍ଦୂର ଲଗାଇବା ଦ୍ୱାରା ମା’ ଲକ୍ଷ୍ମୀଙ୍କ କୃପା ଆପଣଙ୍କ ଉପରେ ରହିବା ସହ ସ୍ୱାମୀଙ୍କ ଆୟୂଷ ବୃଦ୍ଧି ହୋଇଥାଏ। ସ୍ୱାମୀଙ୍କ ରୋଜଗାରରେ ମଧ୍ୟ ବୃଦ୍ଧି ହୋଇଥାଏ।ସିନ୍ଦୂର ଲଗାଇବା ବେଳେ ପଶ୍ଚିମ ଦିଗକୁ ମୁହଁ କରି ଅନାମିକା ଆଙ୍ଗୁଠିରେ ଲଗାଇବା ଦ୍ୱାରା ଅର୍ଥ ଓ ସୁଖଶାନ୍ତି ପ୍ରାପ୍ତି ହୋଇଥାଏ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Prev Post
Next Post