ସକାଳୁ ଉତ୍ତରାଖଣ୍ଡର ପିଥୋରାଗଡରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪ ରେକର୍ଡ କରାଯାଇଛି । ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୂର୍ବରେ ଏହି ଅନୁଭୂତ ହୋଇଛି । ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।
Trending
- ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କର ପରଲୋକ
- KIIT ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା
- ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ
- ଲାହୋର-କରାଚିରେ ଏୟାର ସ୍ପେସ ବନ୍ଦ
- କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ
- ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ
- ବେଆଇନ ଲଘୁଖଣିଜ ପଦାର୍ଥ ଚୋରାଚାଲାଣ ପୋଲିସର ଚଢାଉ ୯ଗାଡି ଜବତ ୮ଡ୍ରାଇଭର ଅଟକ
- ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ
- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
- ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ
Prev Post
Next Post