ଇଣ୍ଡଷ୍ଟ୍ରୀରେ କଙ୍ଗନା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ କଙ୍ଗନା ତାଙ୍କର ଅପକମିଂ ଫିଲ୍ମ ‘ତେଜସ’କୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି । ଅନ୍ୟପକ୍ଷରେ ସେ ତାଙ୍କର ବହୁ ଅପେକ୍ଷିତ ଫିଲ୍ମ ଏମରଜେନ୍ସିକୁ ନେଇ ସେ ଏବେ ନୂଆ ଅପଡେଟ୍ ସେୟାର କରିଛନ୍ତି । ଏହି ଫିଲ୍ମର ରିଲିଜ୍ ଡେଟ୍ ପୋଷ୍ଟପୋନ୍ କରି ଦିଆଯାଇଛି । ଏହି ଫିଲ୍ମରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଇନ୍ଦିରା ଗାନ୍ଧୀଙ୍କ ଭୂମିକା ନିଭାଇଛନ୍ତି ।ଏବେ ସୋସିଆଲ ମିଡିଆରେ କଙ୍ଗନା ତେଜସ୍ ପରିବର୍ତ୍ତେ ଫିଲ୍ମ ଏମରଜେନ୍ସିକୁ ନେଇ ଚର୍ଚ୍ଚାରେ ଅଛନ୍ତି । ସୋସିଆଲ ମିଡିଆରେ ସେ ଏକ ପୋଷ୍ଟ ସେୟାର କରି ଲେଖିଛନ୍ତି, ତାଙ୍କର ଏହି ଫିଲ୍ମ ଚଳିତ ବର୍ଷ ରିଲିଜ୍ ହେବ ନାହିଁ । ଏହାର ରିଲିଜ୍ ଡେଟ୍କୁ ବଢାଇ ଦିଆଯାଇଛି । କଙ୍ଗନା ଏହି ବିଷୟରେ ନିଜ ଏକ୍ସ ଓ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି । ଏଠାରେ ସୂଚାଇ ଦିଆଯାଇପାରେ ଯେ, ଏହି ଫିଲ୍ମର ନିର୍ଦ୍ଦେଶନା ବି କଙ୍ଗନା କରୁଛନ୍ତି ।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Prev Post
Next Post