ଭୁବନେଶ୍ବର: ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ଅନୁସୂଚିତ ଜାତି, ଜନଜାତି ବିଭାଗରେ ଆସୁଥିବା ମୁଣ୍ଡାରି ଭାଷା ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ହେବାକୁ ନିଷ୍ପତ୍ତି ହୋଇଛି । କ୍ୟାବିନେଟ୍ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ ମୋହର ବାଜିଛି । ସେହିପରି ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ବ ଓ ଗ୍ରନ୍ଥାଳୟ ପାଇଁ ଗଠନ ହେବ ୩ଟି ସ୍ବତନ୍ତ୍ର ନିର୍ଦ୍ଦେଶାଳୟ । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଅଧିନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ । କଟକ ଚାରବାଟିଆ ପ୍ରତିରକ୍ଷା ପ୍ରତିଷ୍ଠାନ ପାଇଁ ବିସ୍ଥାପିତ ହୋଇଥିବା ବିସ୍ଥାପିତଙ୍କ ପାଇଁ ସ୍ବତନ୍ତ୍ର ରିହାତି ଗୃହ ଯୋଜନା ଆରମ୍ଭ କରିଛନ୍ତି ସରକାର । ସେହିପରି ରାଜ୍ୟ ସମବାୟ ବିପଣନ ଫେଡେରେସନ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରାଯାଇଛି । ବ୍ଲକ ସ୍ତରରେ ଥିବା ୫୫ଟି ବସଷ୍ଟାଣ୍ଡର ହେବ ଉନ୍ନତିକରଣ । ଏହାସହ ବଲାଙ୍ଗୀର, ଜୟପୁର, ମୋଟୁ ଓ ଆଠଗଡ଼ରେ ପ୍ରସ୍ତାବିତ ୪ଟି ନୂଆ ବସଷ୍ଟାଣ୍ଡ ନିର୍ମାଣ ପାଇଁ କ୍ୟାବିନେଟ୍ ଅନୁମୋଦନ ମିଳିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ