ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଜବରଦସ୍ତ କେମେଷ୍ଟ୍ରି ସହ ରିଲିଜ ହୋଇଛି ‘ଟାଇଗର ୩’ ର ପ୍ରଥମ ଗୀତ । ଫିଲ୍ମର ଟ୍ରେଲର୍ ରିଲିଜ ହେବା ପରଠାରୁ ‘ଟାଇଗର ୩’ ପାଇଁ ଫ୍ୟାନ୍ସମାନେ ଅତି ଉତ୍ସାହର ସହ ଅପେକ୍ଷା କରିଛନ୍ତି । ବର୍ତ୍ତମାନ ଫ୍ୟାନ୍ସଙ୍କ ଉତ୍ସାହକୁ ବଢାଇ ଫିଲ୍ମର ପ୍ରଥମ ଗୀତ ‘ଲେକେ ପ୍ରଭୁ କା ନାମ’ ରିଲିଜ ହୋଇଛି ।ଗୀତଟି ରିଲିଜ ହେବା ପର ଠାରୁ ଇଣ୍ଟରନେଟ୍ରେ ହଇଚଇ ସୃଷ୍ଟି କରିଛି । ଟାଇଗର ଜୋୟାଙ୍କ ଜବରଦସ୍ତ କେମେଷ୍ଟ୍ରିକୁ ଫ୍ୟାନ୍ସମାନେ ଖୁବ୍ ପସନ୍ଦ କରୁଛନ୍ତି । ଦମଦାର ମ୍ୟୁଜିକ ଏବଂ ଜୋରଦାର ଡାନ୍ସ ସହ ନଜର ଆସିଛି ଏହି ଗୀତ । ଏହି ଗୀତକୁ ଅରିଜିତ୍ ସିଂ ଏବଂ ନିକିତା ଗାନ୍ଧୀ ଗାଇଥିବା ବେଳେ ଗୀତକୁ ଲେଖିଛନ୍ତି ଅମିତାଭ ଭଟ୍ଟାଚାର୍ଯ୍ୟ । ପ୍ରୀତମ ମ୍ୟୁଜିକ ପ୍ରଯୋଜନା ଦେଇଛନ୍ତି ।
Trending
- ଜୁନ 20 ରେ ଆସିବେ ମୋଦୀ
- ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ଦେବ ଏୟାର ଇଣ୍ଡିଆ
- ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶଙ୍କୁ ଭେଟିଲେ ମୋଦୀ
- ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି
- ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ
- ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ
- ବିମାନ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
- ଗୁଜରାଟର ଅହମ୍ମଦାବାଦରେ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ 1 କୋଟି ଦେବ ଟାଟାଗ୍ରୁପ
- ଗୁଜରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ, 241 ଯାତ୍ରୀ ମୃତ
Prev Post
Next Post