ସୈନିକ ସ୍କୁଲ, ଗୋଲାପାରାରେ ଓ୍ଵାର୍ଡବଏ ପିଜିଟି, ନର୍ସିଂ ଆସିଷ୍ଟାଣ୍ଟ ସମତେ ଅନେକ ଯୋଗ୍ୟ ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଇଚ୍ଛୁକ ପ୍ରାର୍ଥୀ ଯୋଗ୍ୟତା ଅନୁସାରେ ଆବେଦନ କରିପାରିବେ । ଇଚ୍ଛୁକ ପ୍ରାର୍ଥୀ ସୈନିକ ସ୍କୁଲର ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ଅନ୍ୟ କୌଣସି ମାଧ୍ୟମରେ ଆବେଦନ କରିପାରିବେ ନାହିଁ । ଆବେଦନ କରିବା ପରେ କପି ଏବଂ ଡିମାଣ୍ଡ ଡ୍ରାଫ୍ଟ ପଠାଇବାକୁ ହେବ ।
Trending
- ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ମୃତ, 50 ନିଖୋଜ
- ଆଜି ଏନଡ଼ିଏ ସଂସଦୀୟ ଦଳ ବୈଠକ
- ବଳଙ୍ଗା ପୀଡ଼ିତାଙ୍କର ଅନ୍ତିମ ସଂସ୍କାର
- ଏଫଏମ ଛାତ୍ରୀ ଆତ୍ମଦାହ ମାମଲା, ବନ୍ଧା ହେଲେ ଦୁଇ ଛାତ୍ର
- ପାକକୁ ମୋଦୀଙ୍କ ବ୍ରହ୍ମୋସ୍ ଚେତାବନୀ , ୟୁପିରେ ନିର୍ମାଣ ହେଉଛି କ୍ଷେପଣାସ୍ତ୍ର
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
Prev Post