ଗତକାଲି ସୋମବାର ବାଂଲାଦେଶରେ ଦୁଇଟି ଟ୍ରେନ୍ ମୁହାଁମୁହିଁ ଧକ୍କା ହେବାଫଳରେ ଅତିକମରେ ୨୦ ଜଣଙ୍କ ମୃତ୍ୟୁ ଘଟିଥିବା ସହିତ ଶତାଧିକ ଲୋକ ଆହତ ହୋଇଛନ୍ତି। ଏହି ରେଳ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପୋଲିସ କହିଛି। । ଦୁଇଟି ଟ୍ରେନ ମୁହାଁମୁହିଁ ଧକ୍କା ହେବା ଫଳରେ ପ୍ରଥମେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା ଏବେ ଏହି ସଂଖ୍ୟା ୨୦ ପହଁଚିଲାଣି ।ବାଂଲାଦେଶ କିଶୋର ଗଞ୍ଜରେ ଏକ ଯାତ୍ରୀବାହୀ ଟ୍ରାନ୍ ଧକ୍କା ହେବା ଫଳରେ ଅତି କମରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ରାଜଧାନୀ ଢାକା ଠାରୁ ୮୦ କିଲୋମିଟର ଦୂରରେ ଥିବା ଭୈରବରେ ଏକ ଯାତ୍ରୀବାହୀ ଟ୍ରେନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post