ତାଇୱାନର ରାଜଧାନୀ ତାଇପେଇରେ ୫.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଝଟକା ଲାଗିଥିବା ସୂଚନା ମିଳିଛି । ନ୍ୟୁଜ୍ ଏଜେନ୍ସି ରଏଟର୍ସ ଅନୁଯାୟୀ, ଭୂକମ୍ପ ସମୟରେ ତାଇପେଇରେ ବିଲ୍ଡିଂ କମ୍ପିବାକୁ ଲାଗିଥିଲା । ତଥାପି କୌଣସି ମୃତାହତ କିମ୍ବା କୌଣସି ପ୍ରକାରର କ୍ଷୟକ୍ଷତିର ଖବର ନାହିଁ ।ତାଇୱାନର କେନ୍ଦ୍ରୀୟ ପାଣିପାଗ ବ୍ୟୁରୋ କହିଛି ଯେ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଦ୍ୱୀପର ପୂର୍ବ ଉପକୂଳ ନିକଟ ସମୁଦ୍ରରେ ଥିଲା ।ନେପାଳରେ ମଧ୍ୟ ଭୂକମ୍ପ ଘଟିଛି :-
ମଙ୍ଗଳବାର ସକାଳେ ନେପାଳରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ରାଜଧାନୀ କାଠମାଣ୍ଡୁରେ ଆଜି (୨୪ ଅକ୍ଟୋବର) ସକାଳ ୪:୧୭ ରେ ରିଚ୍ଟର ସ୍କେଲରେ ୪.୧ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଝଟକା ଲାଗିଥିଲା ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post